1 Kings 15:19 — Compare Translations

5 translations compared side by side

Odia - 1840
"ଆସା ଏହିବାର୍ତ୍ତା ପଠାଇଲେ କହିଲେ, ମାରେ ପିତା ଓ ତୁମ୍ଭ ମଧିଅରେ ଶାନ୍ତିର ଚୁକ୍ତି ହାଇେଥିଲା। ବର୍ତ୍ତମାନ ମୁଁ ମଧ୍ଯ ତୁମ୍ଭ ସହିତ ସହେି ଶାନ୍ତିର ଚୁକ୍ତି ଗ୍ଭ ହେଁ। ମୁଁ ତୁମ୍ଭ ନିକଟକୁ ସୁନା ଓ ରୂପାର ଭଟେି ପଠାଉଛି। ଦୟାକରି ଇଶ୍ରାୟେଲର ରାଜା ବାଶାଙ୍କ ସହିତ ତୁମ୍ଭର ଯେଉଁ ସନ୍ଧି ରହିଛି ତାହାକୁ ଭଙ୍ଗ କର, ତାହାହେଲେ ସେ ମାେ ରାଜ୍ଯ ଛାଡି ଗ୍ଭଲିୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଏହିବାର୍ତ୍ତା ପଠାଇ କହିଲେ, “ମୋର ପିତା ଓ ତୁମ୍ଭ ମଧ୍ୟରେ ଶାନ୍ତିର ଚୁକ୍ତି ହୋଇଥିଲା। ବର୍ତ୍ତମାନ ମୁଁ ମଧ୍ୟ ତୁମ୍ଭ ସହିତ ସେହି ଶାନ୍ତିର ଚୁକ୍ତି ଗ୍ଭହେଁ। ମୁଁ ତୁମ୍ଭ ନିକଟକୁ ସୁନା ଓ ରୂପାର ଭେଟି ପଠାଉଛି। ଦୟାକରି ଇସ୍ରାଏଲର ରାଜା ବାଶାଙ୍କ ସହିତ ତୁମ୍ଭର ଯେଉଁ ସନ୍ଧି ରହିଛି ତାହାକୁ ଭଙ୍ଗ କର, ତାହାହେଲେ ସେ ମୋ’ ରାଜ୍ୟ ଛାଡ଼ି ଗ୍ଭଲିଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
Odia IRV 2017 (ଓଡିଆ ବାଇବେଲ)
“ମୋର ଓ ତୁମ୍ଭ ମଧ୍ୟରେ, ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟୀ ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”