1 Kings 15:2 — Compare Translations

5 translations compared side by side

Odia - 1840
"ସେ ୟିରୁଶାଲମ ରେ ତିନିବର୍ଷ ରାଜତ୍ବ କଲେ। ତାଙ୍କର ମାତାଙ୍କ ନାମ ମାଖା ଓ ସେ ଅବଶା ଲୋମର କନ୍ଯା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯିରୁଶାଲମରେ ତିନି ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କ ନାମ ମାଖା ଓ ସେ ଅବଶାଲୋମର କନ୍ୟା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ଵ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।