1 Kings 15:20 — Compare Translations

5 translations compared side by side

Odia - 1840
"ରାଜା ବିନ୍ହଦଦ୍ ଆସାଙ୍କ କଥା ରେ ସମ୍ମତ ହେଲେ ଏବଂ ତାଙ୍କ ଅଧ୍ଯକ୍ଷ ରେ ଥିବା ତାଙ୍କର ସୈନ୍ଯଦଳ ପଠାଇଲେ ଏବଂ ଇଶ୍ରାୟେଲ ସହରର ଇଯୋନ୍, ଦାନ୍, ଆବେଲ୍ ବୈଥ୍ମାଖା, ମୁଦାଯ କିନ୍ନରେତ୍ ଓ ନପ୍ତାଲିର ସମସ୍ତ ଭୂମି ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍ ଓ ଦାନ୍ ଓ ଆବେଲ୍-ବୈଥ୍-ମାଖା ଓ ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ବି‌ନ୍‌ହଦଦ୍ ଆସାଙ୍କ କଥାରେ ସମ୍ମତ ହେଲେ ଏବଂ ତାଙ୍କ ଅଧ୍ୟକ୍ଷରେ ଥିବା ତାଙ୍କର ସୈନ୍ୟଦଳ ପଠାଇଲେ ଏବଂ ଇସ୍ରାଏଲ ସହରର ଇୟୋନ୍, ଦାନ୍, ଆବେଲ୍ ବୈ‌‌‌ଥ୍‌‌‌ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଭୂମି ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍‍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।