1 Kings 15:21 — Compare Translations
5 translations compared side by side
Odia - 1840
"ବାଶା ଏହା ଶୁଣିଲେ ଓ ରାମାକୁ ସୁଦୃଢ କରିବାରୁ କ୍ଷାନ୍ତ ହେଲେ ଓ ସେ ସହର ଛାଡି ତିର୍ସା ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷା; ହୋଇ ତିର୍ସାରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶା ଏହା ଶୁଣିଲେ ଓ ରାମାକୁ ସୁଦୃଢ଼ କରିବାରୁ କ୍ଷାନ୍ତ ହେଲେ ଓ ସେ ସହର ଛାଡ଼ି ତିର୍ସାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।