1 Kings 15:22 — Compare Translations

5 translations compared side by side

Odia - 1840
"ରାଜା ଆସା ଯିହୁଦାର ସବୁ ଲୋକଙ୍କୁ ଆଦେଶ ଦେଲେ, ବାଶା ଯେଉଁ ପଥର ଓ କାଠ ରାମା ନଗରକୁ ସୁଦୃଢ କରିବା ପାଇଁ ରୁଣ୍ତ କରିଥିଲା, ସେସବୁକୁ ବହିନଲୋ। ସେଥି ରେ ଆସା ରାଜା ବିନ୍ଯାମୀନର ଗବୋ ଓ ମିସ୍ପା ନଗର ଦୃଢ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ । ତହିଁରେ ଆସା ରାଜା ବିନ୍ୟାମୀନର ଗେବା ଓ ମିସ୍ପା ନଗର ଦୃଢ଼ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଆସା ଯିହୁଦାର ସବୁ ଲୋକଙ୍କୁ ଆଦେଶ ଦେଲେ, ବାଶା ଯେଉଁ ପଥର ଓ କାଠ ରାମା ନଗରକୁ ସୁଦୃଢ଼ କରିବା ପାଇଁ ରୁଣ୍ତ କରିଥିଲା, ସେସବୁକୁ ବହିଆଣ। ସେଥିରେ ରାଜା ଆସା, ବିନ୍ୟାମୀନର ଗେବା ଓ ମି‌ସ୍‌ପା ନଗର ଦୃଢ଼ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
Odia IRV 2017 (ଓଡିଆ ବାଇବେଲ)