1 Kings 15:23 — Compare Translations

5 translations compared side by side

Odia - 1840
"ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ ପରାକ୍ରମ ସମସ୍ତ କ୍ରିଯା ଓ ଯେଉଁ ନଗରଗୁଡିକୁ ସେ ସୁଦୃଢ କରିଥିଲେ ସେ ସମସ୍ତ କଥା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଅଛି। ମାତ୍ର ତାଙ୍କର ଅତି ବାର୍ଦ୍ଧକ୍ଯ ରେ ପାଦ ରେ ଏକ ରୋଗ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତା; ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ, ତାଙ୍କର ସମସ୍ତ ପରାକ୍ରମ ସମସ୍ତ କ୍ରିୟା ଓ ଯେଉଁ ନଗର ଗୁଡ଼ିକୁ ସେ ସୁଦୃଢ଼ କରିଥିଲେ ସେ ସମସ୍ତ କଥା ଯିହୁଦା ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। ମାତ୍ର ତାଙ୍କର ଅତି ବାର୍ଦ୍ଧକ୍ୟବସ୍ଥାରେ ପାଦରେ ଏକ ରୋଗ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)