1 Kings 15:24 — Compare Translations

5 translations compared side by side

Odia - 1840
"ଏହାପରେ ଆସା ମୃତ୍ଯୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗର ରେ କବର ଦେଲେ। ତାଙ୍କ ମୃତ୍ଯୁପରେ ତାଙ୍କର ପୁତ୍ର ଯିହାଶାଫେଟ୍ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଆସା ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି ତାଙ୍କର ପୁତ୍ର ଯିହୋଶାଫଟ୍ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆସା ମୃତ୍ୟୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତାଙ୍କ ମୃତ୍ୟୁପରେ ତାଙ୍କର ପୁତ୍ର ଯିହୋଶାଫଟ୍ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।