1 Kings 15:25 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଆସାଙ୍କ ରାଜତ୍ବର ଦ୍ବିତୀୟ ବର୍ଷ ରେ ୟାରବିଯାମଙ୍କ ପୁତ୍ର ନାଦବ୍ ଇଶ୍ରାୟେଲର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଆସା ରାଜାଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନାଦବ୍ ଇସ୍ରାଏଲର ରାଜା ଯିହୁଦାରେ ଆସାଙ୍କ ରାଜତ୍ୱର ଦ୍ୱିତୀୟ ବର୍ଷରେ ଯାରବିୟାମଙ୍କ ପୁତ୍ର ନାଦବ୍ ଇସ୍ରାଏଲର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।