1 Kings 15:27 — Compare Translations

5 translations compared side by side

Odia - 1840
"ଇଷାଖର ପରିବାରବର୍ଗୀଯ ଅହିଯର ପୁତ୍ର ବାଶା ନାଦବ ବିରୁଦ୍ଧ ରେ ଷଡୟନ୍ତ୍ର କଲେ। ବାଶା ପଲେଷ୍ଟୀନ ନିକଟରେ ତାଙ୍କୁ ବଧ କଲେ, ଯେତବେେଳେ ନାଦବ୍ ଓ ସମସ୍ତ ଇଶ୍ରାୟେଲ ଗିଦ୍ଦଥୋନ ଅବରୋଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ପୁଣି ବାଶା ପଲେଷ୍ଟୀୟ-ମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଷାଖର ପରିବାରବର୍ଗୀୟ ଅହିୟର ପୁତ୍ର ବାଶା ନାଦବ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। ବାଶା ପଲେଷ୍ଟୀୟ ନିକଟରେ ତାଙ୍କୁ ବଧ କଲେ, ଯେତେବେଳେ ନାଦବ୍ ଓ ସମସ୍ତ ଇସ୍ରାଏଲ ଗିବ୍ବଥୋନ ଅବରୋଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇଷାଖର-ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।