1 Kings 15:29 — Compare Translations

5 translations compared side by side

Odia - 1840
"ବାଶା ରାଜା ହବୋ ମାତ୍ ରେ ୟାରବିଯାମଙ୍କ ପରିବାରକୁ ଧ୍ବଂସ କଲେ। ସଦାପ୍ରଭୁ ଆପଣା ଦାସ ଶୀଲୋନୀଯ ଅହିଯ ମାଧ୍ଯମ ରେ ଯେଉଁ କଥା କହିଥିଲେ ତଦନୁସା ରେ ବାଶା ୟାରବିଯାମଙ୍କ ବଂଶରୁ ଜଣଙ୍କୁ ଛାଡିଲେ ନାହିଁ। ସେ ସମସ୍ତଙ୍କୁ ସଂହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକି ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ବାଶା ବାଶା ରାଜା ହେବା ମାତ୍ରେ ଯାରବିୟାମଙ୍କ ପରିବାରକୁ ଧ୍ୱଂସ କଲେ। ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହିୟ ମାଧ୍ୟମରେ ଯେଉଁ କଥା କହିଥିଲେ ତଦନୁସାରେ ବାଶା ଯାରବିୟାମଙ୍କ ବଂଶରୁ ଜଣଙ୍କୁ ଛାଡ଼ିଲେ ନାହିଁ। ସେ ସମସ୍ତଙ୍କୁ ସଂହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜା ହେବା କ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।