1 Kings 15:3 — Compare Translations
5 translations compared side by side
Odia - 1840
"ତାଙ୍କ ପୂର୍ବରୁ ତାଙ୍କ ପିତା ଯେଉଁ କୁକର୍ମ ରେ ଲିପ୍ତ ଥିଲେ ସେ ମଧ୍ଯ ସହେି ସବୁ ପାପକର୍ମ କରି ଚାଲିଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ତାଙ୍କର ପରମେଶ୍ବରଙ୍କ ପ୍ରତି ସର୍ବାନ୍ତଃକରଣ ରେ ବିଶ୍ବସ୍ତ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ପୂର୍ବରୁ ତାଙ୍କ ପିତା ଯେଉଁ କୁକର୍ମରେ ଲିପ୍ତ ଥିଲେ ସେ ମଧ୍ୟ ସେହିସବୁ ପାପକର୍ମ କରି ଗ୍ଭଲିଲେ। ସେ ତାଙ୍କର ପୂର୍ବପୁରୁଷ ଦାଉଦଙ୍କ ପରି ସଦାପ୍ରଭୁ ତାଙ୍କର ପରମେଶ୍ୱରଙ୍କ ପ୍ରତି ସର୍ବାନ୍ତଃକରଣରେ ବିଶ୍ୱସ୍ତ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।