1 Kings 15:30 — Compare Translations
5 translations compared side by side
Odia - 1840
"ଏହିସବୁ ଘଟିଗଲା କାରଣ ୟାରବିଯାମ ନିଜେ ନାନା ପାପ କଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ତଦ୍ଦ୍ବାରା ସେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ଅତ୍ଯନ୍ତ କୋରଧାନ୍ବିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ଵାରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ବିରକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିସବୁ ଘଟିଗଲା କାରଣ ଯାରବିୟାମ ନିଜେ ନାନା ପାପ କଲେ ଓ ସମଗ୍ର ଇସ୍ରାଏଲକୁ ପାପ କରାଇଲେ। ତଦ୍ଦ୍ୱାରା ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅତ୍ୟନ୍ତ କ୍ରୋଧାନ୍ୱିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।