1 Kings 15:31 — Compare Translations
5 translations compared side by side
Odia - 1840
"ନାଦବ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯକଳାପ ଇଶ୍ରାୟେଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ସକଳ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ନାଦବ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟକଳାପ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?