1 Kings 15:32 — Compare Translations

5 translations compared side by side

Odia - 1840
"ଆସା ଓ ବାଶାଙ୍କ ମଧିଅରେ ସମାନଙ୍କେ ୟାବଜ୍ଜୀବନ ୟୁଦ୍ଧ ଲାଗି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଓ ବାଶାଙ୍କ ମଧ୍ୟରେ ସେମାନଙ୍କ ଯାବଜ୍ଜୀବନ ଯୁଦ୍ଧ ଲାଗି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।