1 Kings 15:33 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଆସା ରାଜତ୍ବ କରିବାର ତୃତୀୟ ବର୍ଷ ରେ ଅହିଯଙ୍କ ପୁତ୍ର ବାଶା ଇଶ୍ରାୟେଲର ରାଜା ହେଲେ। ବାଶା ତିର୍ସା ରେ ଚବିଶ ବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ଆସା ରାଜାଙ୍କର ଅଧିକାରର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଆସା ରାଜତ୍ୱ କରିବାର ତୃତୀୟ ବର୍ଷରେ ଅହିୟଙ୍କ ପୁତ୍ର ବାଶା ଇସ୍ରାଏଲର ରାଜା ହେଲେ। ବାଶା ତିର୍ସାରେ ଚବିଶ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ଵ କଲେ।