1 Kings 15:34 — Compare Translations
5 translations compared side by side
Odia - 1840
"ମାତ୍ର ବାଶା ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ୟାରବିଯାମଙ୍କ ପରି ପାପ କରି ଚାଲିଲେ। ୟାରବିଯାମ ଇଶ୍ରାୟେଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ଵାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ବାଶା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ସେ ଯାରବିୟାମଙ୍କ ପରି ପାପ କରି ଗ୍ଭଲିଲେ। ଯାରବିୟାମ ଇସ୍ରାଏଲର ଲୋକମାନଙ୍କର ପାପ କରିବାର କାରଣ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।