1 Kings 15:4 — Compare Translations

5 translations compared side by side

Odia - 1840
"ଯେ ହତେୁ ସଦାପ୍ରଭୁ ଦାଉଦଙ୍କୁ ପ୍ ରମେ କରିଥିବାରୁ ସେ ଅବିଯାମକୁ ୟିରୁଶାଲମ ଦଇେଥିଲେ। କବଳେ ଦାଉଦଙ୍କ ସକାେଶ ସେ ୟିରୁଶାଲମକୁ ସୁରକ୍ଷିତ ରଖିଥିଲେ ଓ ତାଙ୍କୁ ଉତ୍ତରାଧିକାରୀ ରୂପେ ଏକ ପୁତ୍ର ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ଵର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ସଦାପ୍ରଭୁ ଦାଉଦଙ୍କୁ ପ୍ରେମ କରିଥିବାରୁ ସେ ଅବିୟାମକୁ ଯିରୁଶାଲମ ଦେଇଥିଲେ। କେବଳ ଦାଉଦଙ୍କ ସକାଶେ ସେ ଯିରୁଶାଲମକୁ ସୁରକ୍ଷିତ ରଖିଥିଲେ ଓ ତାଙ୍କୁ ଉତ୍ତରାଧିକାରୀ ରୂପେ ଏକ ପୁତ୍ର ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।