1 Kings 15:5 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ପ୍ରୀତି ନିମନ୍ତେ ଦାଉଦ ସର୍ବଦା ଯଥାର୍ଥ କାର୍ୟ୍ଯ କରୁଥିଲେ। କବଳେ ହିତ୍ତୀଯ ଉରିଯର କଥା ଛଡା ଆଉ କୌଣସି ବିଷଯ ରେ ସେ ନିଜ ଜୀବନକାଳ ରେ ସଦାପ୍ରଭୁଙ୍କ ଆଜ୍ଞାରୁ ବିମୁଖ ହାଇେ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ପ୍ରୀତି ନିମନ୍ତେ ଦାଉଦ ସର୍ବଦା ଯଥାର୍ଥ କାର୍ଯ୍ୟ କରୁଥିଲେ। କେବଳ ହିତ୍ତୀୟ ଉରିୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ନିଜ ଜୀବନ କାଳରେ ସଦାପ୍ରଭୁଙ୍କ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।