1 Kings 15:6 — Compare Translations

5 translations compared side by side

Odia - 1840
"ରିହବିଯାମ ଓ ୟାରବିଯାମ ସର୍ବଦା ପରସ୍ପର ବିରୁଦ୍ଧ ରେ ୟୁଦ୍ଧ ରେ ରତ ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରିହବିୟାମ ଓ ଯାରବିୟାମ ସର୍ବଦା ପରସ୍ପର ବିରୁଦ୍ଧରେ ଯୁଦ୍ଧରେ ରତ ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।