1 Kings 15:7 — Compare Translations

5 translations compared side by side

Odia - 1840
"ଅବିଯାମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀୟାମଙ୍କର ଅବଶିଷ୍ଟ ବୃତ୍ତା; ଓ ସମସ୍ତ କ୍ରିୟା କି ଯିହୁଦା-ରାଜଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବିୟାମଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଯିହୁଦା ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। ଯେପର୍ଯ୍ୟନ୍ତ ସେ ରାଜା ଥିଲେ, ଅବିୟାମ ଓ ଯାରବିୟାମ ମଧ୍ୟରେ ଯୁଦ୍ଧ ଲାଗି ରହୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।