1 Kings 15:8 — Compare Translations
5 translations compared side by side
Odia - 1840
"ଯେତବେେଳେ ଅବିଯାମ ମଲେ ତାଙ୍କୁ ପୁତୃ ଲୋକଙ୍କ ସହିତ ଦାଉଦ ନଗର ରେ କବର ଦିଆଗଲା। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଆସା ପରବର୍ତ୍ତୀ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବୀୟାମ ଆପଣା ପିତୃଲୋକଙ୍କ ସହିତ ଶୟନ କରନ୍ତେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଅବିୟାମ ମଲେ ତାଙ୍କୁ ପିତୃ ଲୋକଙ୍କ ସହିତ ଦାଉଦ ନଗରରେ କବର ଦିଆଗଲା। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଆସା ପରବର୍ତ୍ତୀ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।