1 Kings 15:9 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ରେ ୟାରବିଯାମଙ୍କ ବିଂଶତମ ବର୍ଷ ରାଜତ୍ବ କାଳ ରେ ଆସା ଯିହୁଦାର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଯାରବୀୟାମଙ୍କର ଅଧିକାରର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସା ଯିହୁଦାର ରାଜା ଇସ୍ରାଏଲରେ ଯାରବିୟାମଙ୍କ ବିଂଶତମ ବର୍ଷ ରାଜତ୍ୱ କାଳରେ ଆସା ଯିହୁଦାର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ।