1 Kings 16:1 — Compare Translations

5 translations compared side by side

Odia - 1840
"ଅନନ୍ତର ବାଶାଙ୍କ ବିରୁଦ୍ଧ ରେ ସଦାପ୍ରଭୁ ହନାନିର ପୁତ୍ର ଯହେୂଙ୍କୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ⇧ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁ ହନାନିର ପୁତ୍ର ଯେହୂଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,