1 Kings 16:10 — Compare Translations
5 translations compared side by side
Odia - 1840
"ସେତବେେଳେ ସିମ୍ରି ଗୃହ ମଧ୍ଯକୁ ପ୍ରବେଶ କରି ଏଲାଙ୍କୁ ହତ୍ଯା କଲେ। ଯିହୁଦାର ରାଜା ଆସାଙ୍କର ସପ୍ତବିଂଶ ବର୍ଷ ରାଜତ୍ବ କାଳ ରେ ଏହା ଘଟିଲା। ତତ୍ପରେ ସିମ୍ରି ଏଲାଙ୍କ ଅନ୍ତେ ଇଶ୍ରାୟେଲର ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କର ଅଧିକାରର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସିମ୍ରି ଗୃହ ମଧ୍ୟକୁ ପ୍ରବେଶ କରି ଏଲାଙ୍କୁ ହତ୍ୟା କଲେ। ଯିହୁଦାର ରାଜା ଆସାଙ୍କର ସତାଇଶ୍ ବର୍ଷ ରାଜତ୍ୱ କାଳରେ ଏହା ଘଟିଲା। ତତ୍ପରେ ସିମ୍ରି ଏଲାଙ୍କ ଅନ୍ତେ ଇସ୍ରାଏଲର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।