1 Kings 16:11 — Compare Translations
5 translations compared side by side
Odia - 1840
"ସିମ୍ରି ରାଜା ହେଲାପରେ ସେ ବାଶାଙ୍କର ସମୁଦାଯ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ଯା କଲେ। ଏପରିକି ଜଣେ ପୁରୁଷ ସେ ଛାଡିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବାମାତ୍ର ସେ ବାଶାଙ୍କର ସମୁଦାୟ ବଂଶ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସିମ୍ରି ଇସ୍ରାଏଲର ରାଜା ସିମ୍ରି ରାଜା ହେଲା ପରେ ସେ ବାଶାଙ୍କର ସମୁଦାୟ ବଂଶ, ଜ୍ଞାତି ଓ ବନ୍ଧୁମାନଙ୍କୁ ହତ୍ୟା କଲେ। ଏପରିକି ଜଣେ ପୁରୁଷକୁ ସେ ଛାଡ଼ିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।