1 Kings 16:12 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ବାଶାଙ୍କ ବିରୁଦ୍ଧର ବାକ୍ଯ ଅନୁସାରେ ଭବିଷ୍ଯଦ୍ବକ୍ତା ଯହେୁଙ୍କୁ ସିମ୍ରି ବାଶାଙ୍କର ସମଗ୍ର ବଂଶକୁ ଧ୍ବଂସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍ବକ୍ତାଙ୍କ ଦ୍ଵାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ବାଶାଙ୍କ ବିରୁଦ୍ଧର ବାକ୍ୟ ଅନୁସାରେ ଭବିଷ୍ୟ‌ଦ୍‌ବକ୍ତା ଯେହୂଙ୍କୁ ସିମ୍ରି ବାଶାଙ୍କର ସମଗ୍ର ବଂଶକୁ ଧ୍ୱଂସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;