1 Kings 16:13 — Compare Translations
5 translations compared side by side
Odia - 1840
"ଏହାର କାରଣ ହେଲା, ବାଶା ଓ ତାଙ୍କର ପୁତ୍ର ଏଲା ପାପ କର୍ମ ରେ ଲିପ୍ତ ରହିଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପ କରାଇଲେ। ସମାନଙ୍କେର ବହୁତ ମୂର୍ତ୍ତୀ ଦ୍ବାରା ସଦାପ୍ରଭୁଙ୍କୁ ବିରକ୍ତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ଵାରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ ।
Odia Bible ERV 2004 (ପବିତ୍ର ବାଇବଲ)
ଏହାର କାରଣ ହେଲା, ବାଶା ଓ ତାଙ୍କର ପୁତ୍ର ଏଲା ପାପ କର୍ମରେ ଲିପ୍ତ ରହିଲେ ଓ ଇସ୍ରାଏଲ ଲୋକଙ୍କୁ ପାପ କରାଇଲେ। ସେମାନଙ୍କର ବହୁତ ମୂର୍ତ୍ତି ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।
Odia IRV 2017 (ଓଡିଆ ବାଇବେଲ)
ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।