1 Kings 16:14 — Compare Translations

5 translations compared side by side

Odia - 1840
"ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ୟ୍ଯ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଲାଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କାର୍ଯ୍ୟ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?