1 Kings 16:17 — Compare Translations

5 translations compared side by side

Odia - 1840
"ତେଣୁ ଅମ୍ରି ଏବଂ ସମଗ୍ର ଇଶ୍ରାୟେଲ ଲୋକ ଗିଦ୍ଦଥୋନ ତ୍ଯାଗ କରି ତିର୍ସା ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅମ୍ରି ଏବଂ ସମଗ୍ର ଇସ୍ରାଏଲ ଲୋକ ଗିବ୍ବଥୋନ ତ୍ୟାଗ କରି ତିର୍ସା ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।