1 Kings 16:18 — Compare Translations

5 translations compared side by side

Odia - 1840
"ଯେତବେେଳେ ସିମ୍ରି ଦେଖିଲେ ଯେ, ନଗର କବଳିତ ହାଇୟୋଇଛି, ସେ ପ୍ରାସାଦ ରେ ପ୍ରବେଶ କରି ନିଆଁ ଲଗାଇ ଦେଲେ। ସେ ପୋଡି଼ୟାଇ ମୃତ୍ଯୁବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ସିମ୍ରି ଦେଖିଲେ ଯେ, ନଗର କବଳିତ ହୋଇଯାଇଛି, ସେ ପ୍ରାସାଦରେ ପ୍ରବେଶ କରି ନିଆଁ ଲଗାଇ ଦେଲେ। ସେ ପୋଡ଼ିଯାଇ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;