1 Kings 16:19 — Compare Translations
5 translations compared side by side
Odia - 1840
"ସିମ୍ରି ତା'ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କରି ଚାଲିଲେ ଓ ୟାରବିଯାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇଶ୍ରାୟେଲକୁ ପାପ କରାଇଲେ। ଫଳ ରେ ସମଗ୍ର ଇଶ୍ରାୟେଲ ପାପଗ୍ରସ୍ଥ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସିମ୍ରି ତା’ର ପାପ ପାଇଁ ମଲା। ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରି ଗ୍ଭଲିଲେ ଓ ଯାରବିୟାମଙ୍କ ପରି ପାପ ପଥରେ ଗଲେ ଓ ସମଗ୍ର ଇସ୍ରାଏଲକୁ ପାପ କରାଇଲେ। ଫଳରେ ସମଗ୍ର ଇସ୍ରାଏଲ ପାପଗ୍ରସ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।