1 Kings 16:2 — Compare Translations

5 translations compared side by side

Odia - 1840
"ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମାରେ ଲୋକ ଇଶ୍ରାୟେଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ୟାରବିଯାମଙ୍କ ପଥ ଅନୁସରଣ କଲ ଏବଂ ମାରେ ଲୋକ ଇଶ୍ରାୟେଲୀମାନଙ୍କୁ ପାପ କରାଇଲ। ସମାନଙ୍କେ ପାପରେ ଆମ୍ଭେ କ୍ରୋଧିତ ହେଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଲ ଓ ଆମ୍ଭ ଲୋକ ଇସ୍ରାଏଲକୁ ପାପ କରାଇଲ ଓ ସେମାନଙ୍କ ପାପ ଦ୍ଵାରା ଆମ୍ଭକୁ ବିରକ୍ତ କଲ;
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ତୁମ୍ଭକୁ ଧୂଳିରୁ ଉଠାଇ ଆଣି ମୋର ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲି। ମାତ୍ର ତୁମ୍ଭେ ଯାରବିୟାମଙ୍କ ପଥ ଅନୁସରଣ କଲ ଏବଂ ମୋର ଲୋକ ଇସ୍ରାଏଲୀୟମାନଙ୍କୁ ପାପ କରାଇଲ। ସେମାନଙ୍କ ପାପରେ ଆମ୍ଭେ କ୍ରୋଧିତ ହେଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;
Odia IRV 2017 (ଓଡିଆ ବାଇବେଲ)
ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;