1 Kings 16:20 — Compare Translations

5 translations compared side by side

Odia - 1840
"ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧ ରେ ଚକ୍ରାନ୍ତ ବିଷଯ ରେ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ରାଜାଙ୍କର ବିରୁଦ୍ଧରେ ଚକ୍ରାନ୍ତ ବିଷୟରେ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?