1 Kings 16:21 — Compare Translations
5 translations compared side by side
Odia - 1840
"ସେ ସମୟରେ ଇଶ୍ରାୟେଲର ଲୋକମାନେ ଦୁଇ ଭାଗ ରେ ବିଭକ୍ତ ହେଲେ। ଅର୍ଦ୍ଧକେ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତା'ର ଅନୁଗାମୀ ହେଲେ। ଅବଶିଷ୍ଟ ଅର୍ଦ୍ଧକେ ଅମ୍ରିଙ୍କର ଅନୁଗାମୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଇସ୍ରାଏଲ-ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରି ଇସ୍ରାଏଲର ରାଜା ସେ ସମୟରେ ଇସ୍ରାଏଲର ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ। ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକି ରାଜା କରିବା ପାଇଁ ତା’ର ଅନୁଗାମୀ ହେଲେ। ଅବଶିଷ୍ଟ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।