1 Kings 16:22 — Compare Translations

5 translations compared side by side

Odia - 1840
"ମାତ୍ର ଅମ୍ରିଙ୍କର ଅନୁଗାମୀମାନେ ଗୀନତର ପୁତ୍ର ତିବ୍ନିଙ୍କ ଅନୁଗାମୀଙ୍କଠାରୁ ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ତିବ୍ନି ନିହତ ହେଲେ ଓ ଅମ୍ରି ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅମ୍ରିଙ୍କର ଅନୁଗାମୀମାନେ ଗୀନତର ପୁତ୍ର ତି‌ବ୍‌ନିଙ୍କ ଅନୁଗାମୀଙ୍କଠାରୁ ଅଧିକ ଶକ୍ତିଶାଳୀ ଥିଲେ। ତେଣୁ ତି‌ବ୍‌ନି ନିହତ ହେଲେ ଓ ଅମ୍ରି ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍‍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍‍ନି ମଲା ଓ ଅମ୍ରି ରାଜ୍ୟ କଲେ।