1 Kings 16:23 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଆସାଙ୍କର ଏକତ୍ରିଂଶ ବର୍ଷ ରାଜତ୍ବ କାଳ ରେ ଅମ୍ରି ଇଶ୍ରାୟେଲର ରାଜା ହେଲେ। ଅମ୍ରି ଇଶ୍ରାୟେଲ ରେ ବାରବର୍ଷ ରାଜତ୍ବ କଲେ। ସେଥି ବାରବର୍ଷ ମଧ୍ଯରୁ ଛଅବର୍ଷ ତିର୍ସା ରେ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଆସାଙ୍କର ଅଧିକାରର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାରେ ଆସାଙ୍କର ଏକତ୍ରିଂଶ ବର୍ଷ ରାଜତ୍ୱ କାଳରେ ଅମ୍ରି ଇସ୍ରାଏଲର ରାଜା ହେଲେ। ଅମ୍ରି ଇସ୍ରାଏଲରେ ବାରବର୍ଷ ରାଜତ୍ୱ କଲେ। ସେହି ବାରବର୍ଷ ମଧ୍ୟରୁ ଛଅ ବର୍ଷ ତିର୍ସାରେ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କରି ବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।