1 Kings 16:24 — Compare Translations

5 translations compared side by side

Odia - 1840
"ମାତ୍ର ସେ ଶମରଙ୍କେୁ ଦୁଇ ତଳାନ୍ତ ରୂପା ଦଇେ ଶମରୋଶ୍ ପର୍ବତ କ୍ରଯ କଲେ। ସେ ଶମରୋତ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସହେି ପର୍ବତର ମାଲିକର ନାମ ଶମରେର ନାମାନୁସା ରେ ନଗରର ନାମ ଶମରିଯା ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଦୁଇ ତାଳ; ରୂପାରେ ଶେମରଠାରୁ ଶମିରୋଣ୍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଶେମରଙ୍କୁ ଦୁଇ ତଳାନ୍ତ ରୂପା ଦେଇ ଶମରୋଣ୍ ପର୍ବତ କ୍ରୟ କଲେ। ସେ ଶମରୋଣ ପର୍ବତ ଉପରେ ଏକ ନଗର ନିର୍ମାଣ କଲେ। ସେହି ପର୍ବତର ମାଲିକର ନାମ ଶେମରର ନାମାନୁସାରେ ନଗରର ନାମ ଶମରିୟା ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।