1 Kings 16:25 — Compare Translations

5 translations compared side by side

Odia - 1840
"ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ ଓ ପୂର୍ବବର୍ତ୍ତୀ ସମସ୍ତ ରାଜାଙ୍କ ଅପେକ୍ଷା ଅଧିକ ପାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ପୂର୍ବବର୍ତ୍ତୀ ସମସ୍ତ ରାଜାଙ୍କ ଅପେକ୍ଷା ଅଧିକ ପାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।