1 Kings 16:26 — Compare Translations

5 translations compared side by side

Odia - 1840
"ନବାଟଙ୍କ ପୁତ୍ର ୟାରବିଯାମ ଯେଉଁ ପାପ କରିଥିଲେ ଅମ୍ରି ସହେି ପାପ କଲେ ଓ ଇଶ୍ରାୟେଲ ଲୋକଙ୍କୁ ପାପାଗ୍ଭରୀ କରାଇଲେ। ସଦାପ୍ରଭୁ ଇଶ୍ରାୟେଲ ପରମେଶ୍ବର ସମାନଙ୍କେର ଅସାର ପ୍ରତିମା ପୂଜା ଯୋଗୁଁ ବିରକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ଵାରା ବିରକ୍ତ କରିବା ପାଇଁ ଯଦ୍ଦ୍ଵାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବାଟଙ୍କ ପୁତ୍ର ଯାରବିୟାମ ଯେଉଁ ପାପ କରିଥିଲେ ଅମ୍ରି ସେହି ପାପ କଲେ ଓ ଇସ୍ରାଏଲ ଲୋକଙ୍କୁ ପାପାଗ୍ଭରୀ କରାଇଲେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସେମାନଙ୍କର ଅସାର ପ୍ରତିମା ପୂଜା ଯୋଗୁଁ ବିରକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।