1 Kings 16:27 — Compare Translations

5 translations compared side by side

Odia - 1840
"ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ୟ୍ଯଗୁଡିକ ଇଶ୍ରାୟେଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତା; ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ମହାନ କାର୍ଯ୍ୟଗୁଡ଼ିକ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?