1 Kings 16:28 — Compare Translations

5 translations compared side by side

Odia - 1840
"ଅମ୍ରିଙ୍କର ମୃତ୍ଯୁପରେ ସେ ଶମରିଯା ରେ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ନେଲେ। ତାଙ୍କ ଅନ୍ତେ ତାଙ୍କର ପୁତ୍ର ଆହାବ ରାଜା ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ରି ଆପଣା ପିତୃଲୋକଙ୍କ ସହିତ ଶୟନ କରି ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି ତାଙ୍କର ପୁତ୍ର ଆହାବ ତାଙ୍କର ପଦରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରିଙ୍କର ମୃତ୍ୟୁପରେ ସେ ଶମରିୟାରେ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବର ନେଲେ। ତାଙ୍କ ଅନ୍ତେ ତାଙ୍କର ପୁତ୍ର ଆହାବ ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।