1 Kings 16:29 — Compare Translations

5 translations compared side by side

Odia - 1840
"ଯିହୁଦା ରେ ଆସାଙ୍କ ରାଜତ୍ବ କାଳର ଅଠତିରିଶ ବର୍ଷ ରେ ଅମ୍ରିଙ୍କ ପୁତ୍ର ଆହାବ୍ ଇଶ୍ରାୟେଲର ରାଜା ହେଲେ। ଆହାବ୍ ଇଶ୍ରାୟେଲର ଶମରିଯା ନଗର ରେ ବାଇଶ ବର୍ଷ ରାଜତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ରାଜା ଆସାଙ୍କ ଅଧିକାରର ଅଠତିରିଶ ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜ୍ୟ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ, ଇସ୍ରାଏଲର ରାଜା ଯିହୁଦାରେ ଆସାଙ୍କ ରାଜତ୍ୱ କାଳର ଅଠତିରିଶ୍ ବର୍ଷରେ ଅମ୍ରିଙ୍କ ପୁତ୍ର ଆହାବ ଇସ୍ରାଏଲର ରାଜା ହେଲେ। ଆହାବ ଇସ୍ରାଏଲର ଶମରିୟା ନଗରରେ ବାଇଶ ବର୍ଷ ରାଜତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ଵ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।