1 Kings 16:3 — Compare Translations
5 translations compared side by side
Odia - 1840
"ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ୟାରବିଯାମର ପରିବାରକୁ ଧ୍ବଂସ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ଝାଟୋଇଦେବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ବାଶା, ମୁଁ ତୁମ୍ଭକୁ ଓ ତୁମ୍ଭ ପରିବାରକୁ ବିନାଶ କରିବି। ଯେପରି ନବାଟର ପୁତ୍ର ଯାରବିୟାମର ପରିବାରକୁ ଧ୍ୱଂସ କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।