1 Kings 16:30 — Compare Translations

5 translations compared side by side

Odia - 1840
"ଆହାବ୍ ମଧ୍ଯ ସଦାପ୍ରଭୁଙ୍କ ଦୃଷ୍ଟି ରେ କୁକର୍ମ କଲେ। ସେ ତାଙ୍କ ପୂର୍ବବର୍ତ୍ତୀ ଅନ୍ୟ ରାଜାମାନଙ୍କଠାରୁ ଅଧିକ ଦୁଷ୍ଟାଚରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ସେ ତାଙ୍କ ପୂର୍ବବର୍ତ୍ତୀ ଅନ୍ୟ ରାଜାମାନଙ୍କଠାରୁ ଅଧିକ ଦୁଷ୍ଟାଚରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।