1 Kings 16:31 — Compare Translations
5 translations compared side by side
Odia - 1840
"ନବାଟଙ୍କ ପୁତ୍ର ୟାରବିଯାମଙ୍କ ପରି ପାପ କରିବା ତାଙ୍କ ପାଇଁ ୟଥେଷ୍ଟ ନଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ଯା ଈଷବଲକେୁ ବିବାହ କଲେ ଓ ସୀଦୋନର ବାଲ ଦବେତାଙ୍କୁ ପୂଜା କରିବାକୁ ଓ ସବୋ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ହାଲୁକା ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନବାଟଙ୍କ ପୁତ୍ର ଯାରବିୟାମଙ୍କ ପରି ପାପ କରିବା ତାଙ୍କ ପାଇଁ ଯଥେଷ୍ଟ ନ ଥିଲା। ସେ ସୀଦୋନର ରାଜା ଇତ୍ବାଲଙ୍କର କନ୍ୟା ଈଷେବଲକୁ ବିବାହ କଲେ ଓ ସୀଦୋନର ବାଲ୍ଦେବତାଙ୍କୁ ପୂଜା କରିବାକୁ ଓ ସେବା କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲ୍କୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲ୍କୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।