1 Kings 16:32 — Compare Translations
5 translations compared side by side
Odia - 1840
"ଆହାବ୍ ଶମରିଯା ରେ ବାଲ ଦବେତାଙ୍କ ଉପାସନା ପାଇଁ ଏକ ମନ୍ଦିର ନିର୍ମାଣ କଲେ ଓ ସହେି ମନ୍ଦିର ରେ ଏକ ୟଜ୍ଞବଦେୀ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍ର ଗୃହରେ ବାଲ୍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଶମରିୟାରେ ବାଲ୍ଦେବତାଙ୍କ ଉପାସନା ପାଇଁ ଏକ ମନ୍ଦିର ନିର୍ମାଣ କଲେ ଓ ସେହି ମନ୍ଦିରରେ ଏକ ଯଜ୍ଞବେଦି ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍ର ଗୃହରେ ବାଲ୍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍ର ଗୃହରେ ବାଲ୍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।