1 Kings 16:33 — Compare Translations

5 translations compared side by side

Odia - 1840
"ଆହାବ୍ ଉପାସନା କରିବା ପାଇଁ ଆଶରୋ ସ୍ତମ୍ଭ ନିର୍ମାଣ କଲେ, ସେ ତାଙ୍କ ପୂର୍ବବର୍ତ୍ତୀ ରାଜାମାନଙ୍କଠାରୁ ଅଧିକ ପାପ କରି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ବିରକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ-ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହାବ ଉପାସନା କରିବା ପାଇଁ ଆଶେରା ସ୍ତମ୍ଭ ନିର୍ମାଣ କଲେ, ସେ ତାଙ୍କ ପୂର୍ବବର୍ତ୍ତୀ ରାଜାମାନଙ୍କଠାରୁ ଅଧିକ ପାପ କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।