1 Kings 16:34 — Compare Translations
5 translations compared side by side
Odia - 1840
"ତାଙ୍କ ସମୟରେ ବୈଥଲେୀର ହୀଯଲେ ଯିରୀହାେ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହାଶୂେୟଙ୍କ ଦ୍ବାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତବେେଳେ ସେ ନଗର ରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମପୁତ୍ର ଅବୀରାମ ମଲା ଓ ଯେତବେେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ଯୁ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାଙ୍କର ସମୟରେ ବୈଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ହସ୍ତରେ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁ ସହିତ ତହିଁର ଦ୍ଵାରମାନ ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସମୟରେ ବୈଥେଲର ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦ୍ୱାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତେବେଳେ ସେ ନଗରରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମ ପୁତ୍ର ଅବୀରାମ ମଲା ଓ ଯେତେବେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ୟୁ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମ୍ର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।