1 Kings 16:4 — Compare Translations

5 translations compared side by side

Odia - 1840
"ବାଶାର କହେି ଲୋକ ନଗର ରେ ମଲେ କୁକୁରମାନେ ତାକୁ ଖାଇବେ ଓ ଯେଉଁମାନେ କ୍ଷେତ୍ର ରେ ମରିବେ ପକ୍ଷିମାନେ ସମାନଙ୍କେୁ ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ବାଶାର କେହି ଯଦି ନଗରରେ ମଲେ କୁକୁରମାନେ ତାକୁ ଖାଇବେ ଓ ଯେଉଁମାନେ କ୍ଷେତ୍ରରେ ମରିବେ ପକ୍ଷିମାନେ ସେମାନଙ୍କୁ ଖାଇବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”
Odia IRV 2017 (ଓଡିଆ ବାଇବେଲ)
ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।