1 Kings 16:5 — Compare Translations

5 translations compared side by side

Odia - 1840
"ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ କାର୍ୟ୍ଯକଳାପ ଇଶ୍ରାୟେଲର ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବାଶାଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia Bible ERV 2004 (ପବିତ୍ର ବାଇବଲ)
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପରାକ୍ରମ କାର୍ଯ୍ୟକଳାପ ଇସ୍ରାଏଲର ରାଜବଂଶର ଇତିହାସ ପୁସ୍ତକରେ ଲିଖିତ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
Odia IRV 2017 (ଓଡିଆ ବାଇବେଲ)
ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?